ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ 167

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ନେପାଳ ପଳାଇଥିଲେ ମୁଖ୍ୟ ଅଭିଯୁକ୍ତ । ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି ରାଜ୍ୟ ସରକାର

ମାମଲାରେ ଖୋଲୁଛି ଗୁମର । ନିକଟରେ ମାମଲାରେ ଦୁଇ ପ୍ରମୁଖ ସହଯୋଗୀଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ।

ଏବେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ମଧ୍ୟ ଗିରଫ ହୋଇଛି । ଶଙ୍କରର ଦୁଇ ପ୍ରମୁଖ ସହଯୋଗୀ ମୁନା ମହାନ୍ତି ଏବଂ ଅରବିନ୍ଦ ଦାସ ଗିରଫ ହୋଇଥିଲେ । ଏଥିସହ କେଳେଙ୍କାରୀ ଧରାପଡ଼ିବା ପରେ ଆଇନଗତ ଏବଂ ଅନ୍ୟ ସହାୟତା କରିଥିବା, ଶ୍ରୀକାନ୍ତ ମହାରଣା, ସୌମ୍ୟା ପ୍ରୀୟଦ୍ରଶିନି ସାହୁ, ଅଭିମନ୍ୟୁ ଦୋରାଙ୍କ ମଧ୍ୟ ଗିରଫ କରାଯାଇଛି ।

Leave a Reply

Your email address will not be published. Required fields are marked *

You might like

© 2026 24 News Odia - WordPress Video Theme by WPEnjoy