ଏଯାଏଁ ଗଲାଣି ୧୦ ଜୀବନ 147

ଛତିଶଗଡ଼ର ବିଳାସପୁର ଜିଲ୍ଲାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ ଏକ ଯାତ୍ରୀବାହୀ (ମେମୁ) ଓ ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

You might like

© 2026 24 News Odia - WordPress Video Theme by WPEnjoy