ଆଜିଠୁ ପଂଚକ ବ୍ରତ 123

ଆଜିଠାରୁ ମହାକାର୍ତ୍ତିକ ପଞ୍ଚୁକ । ସାରା ମାସ ବ୍ରତରେ ଯେତିକି ପୁଣ୍ୟ ହୋଇନଥାଏ, ୫ ଦିନ ବ୍ରତ ପାଳନରେ ତା’ଠାରୁ ଅଧିକ ପୁଣ୍ୟ ହୁଏ ବୋଲି ବିଶ୍ବାସ ରହିଛି । ଏଥର ପଞ୍ଚୁକ ୫ ଦିନ ପରିବର୍ତ୍ତେ ଚାରିଦିନ ପଡ଼ୁଛି । କାର୍ତ୍ତିକ ଶୁକ୍ଳ ଦ୍ଵାଦଶୀ କ୍ଷୟ ହେଉଥିବାରୁ ଚାରିଦିନ ବେଶ ଅନୁଷ୍ଠିତ ହେବା ପଞ୍ଚକରେ ସମସ୍ତ ବେଶ ଦର୍ଶନ କଲେ ସମସ୍ତ ପାପ କ୍ଷୟ ହୁଏ ବୋଲି ବିଶ୍ବାସ ରହିଛି

Leave a Reply

Your email address will not be published. Required fields are marked *

You might like

© 2026 24 News Odia - WordPress Video Theme by WPEnjoy